Loading...

ଆଜି ସୂର୍ଯ୍ୟପରାଗ: ଆକାଶରେ ଦେଖାଯିବ ମହାଜାଗତିକ ଦୃଶ୍ୟ

ଆଜି ସୂର୍ଯ୍ୟପରାଗ: ଆକାଶରେ ଦେଖାଯିବ ମହାଜାଗତିକ ଦୃଶ୍ୟ

ଆଜି ସୂର୍ଯ୍ୟପରାଗ । ଆକାଶରେ ଦେଖାଯିବ ମହାଜାଗତିକ ଦୃଶ୍ୟ । ଚଳିତବର୍ଷର ଶେଷ ସୂର୍ଯ୍ୟପରାଗ ଦେଖିବାକୁ ମିଳିବ । ଓଡ଼ିଶାରେ କେବଳ ୨୦ ମିନିଟ୍‌ ପାଇଁ ସୂର୍ଯ୍ୟଗ୍ରହଣ ଦୃଶ୍ୟମାନ ହେବ ।

ଆଜି ସୂର୍ଯ୍ୟପରାଗ । ଆକାଶରେ ଦେଖାଯିବ ମହାଜାଗତିକ ଦୃଶ୍ୟ । ଚଳିତବର୍ଷର ଶେଷ ସୂର୍ଯ୍ୟପରାଗ ଦେଖିବାକୁ ମିଳିବ । ଓଡ଼ିଶାରେ କେବଳ ୨୦ ମିନିଟ୍‌ ପାଇଁ ସୂର୍ଯ୍ୟଗ୍ରହଣ ଦୃଶ୍ୟମାନ ହେବ । ଏହାକୁ ଖାଲି ଆଖିରେ ନଦେଖିବାକୁ ବୈଜ୍ଞାନିକ ମତ ଦେଇଛନ୍ତି । ଅପରାହ୍ନ ୪ଟା ୫୬ ମିନିଟ୍‌ ୫୨ ସେକଣ୍ଡରେ ପରାଗ ସ୍ପର୍ଶ ହେବ । ସଂଧ୍ୟା ୬ଟା ୨୬ ମିନିଟ୍‌ ୫୨ସେକେଣ୍ଡରେ ସର୍ବମୋକ୍ଷ ହେବ । ଏଥିପାଇଁ ଭୋର୍‌ ୪ଟା ୫୭ରୁ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ରହିଛି । ସେହିପରି ଏଥର କାର୍ତ୍ତିକ ପୂର୍ଣ୍ଣମୀ ଅର୍ଥାତ୍‌ ନଭେମ୍ବର ୮ ତାରିଖ ଦିନ ଚନ୍ଦ୍ରଗ୍ରହଣ ପଡୁଛି । ସେଦିନ ଭୋର୍‌ ୪ଟା ୨୯ ପୂର୍ବରୁ ଡଙ୍ଗା ଭସା ଶେଷ କରିବା ପାଇଁ ପରାମର୍ଶ ଦିଆଯାଇଛି । ସେହିଦିନ ସଂଧ୍ୟା ୬ଟା ୧୯ ମିନିଟ୍‌ ପର୍ଯ୍ୟନ୍ତ ଦେବ ନୀତି ଓ ପାକ ତ୍ୟାଗ କରିବାକୁ ନିଷେଧ କରାଯାଇଛି ।


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.