HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

horoscope

ମେଷ

ଦ୍ୱିଜା ନକ୍ଷତ୍ର ଜାତ ବ୍ୟକ୍ତି ନାନାବିଧ ସମ୍ମାନର ଅଧିକାରୀ ହେବେ । ଆଜିର ଦିନ ଲାଭଦାୟୀ ଅଟେ। ଭାଗ୍ୟ ବହୁତ ସାଥୀ ଦେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପାଇଁ ଆଜି ଲାଭଦାୟୀ ଦିନ ଅଟେ।  ଅଫିସରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ଲାଗି ଆପଣଙ୍କର ପ୍ରଶ˚ସା ହେବ। ଶୁଭରଙ୍ଗ: ସବୁଜ

ବୃଷ

ଖୋଦକୁ ଊର୍ଜାବାନ ଅନୁଭବ କରିବେ। ନୂଆ କାମ ଧନ୍ଦା ଆରମ୍ଭ କରିବା ଲାଗି ଦିନଟି ଶୁଭ। ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି । ଶୁଭରଙ୍ଗ: ଧଳା

ମିଥୁନ

ଆପଣଙ୍କ ମନ କାମଧନ୍ଦାରେ ଲାଗି ରହିବ। ଭାଗୀଦାରିଙ୍କ ସହଯୋଗ ମିଳିବାର ଯୋଗ ରହିଛି। ଆର୍ଥିକ ସ୍ଥିତି ମଜଭୁତ ହେବ।  ଧାର୍ମିକ ଯାତ୍ରାରେ ମନରେ ଆନନ୍ଦ ଅନୁଭବ କରିବେ। ଶୁଭରଙ୍ଗ: ଗୋଲାପି

କର୍କଟ

ପୁଷ୍ୟା ଓ ଅଶ୍ଳେଷା ନକ୍ଷତ୍ର ଜାତବ୍ୟକ୍ତି ଆଶାବାଦୀ ହେବେ । ମଧ୍ୟାହ୍ନ ପରେ ଆପଣ ଶାରୀରିକ ଏବଂ ମାନସିକ ରୂପେ ଅନୁକୂଳତା ଅନୁଭବ କରିବେ। ଅଚାନକ ଧନପ୍ରାପ୍ତିର ଯୋଗ ଅଛି। ଯୁଗ୍ମ ବ୍ୟବସାୟରୁ ସ୍ୱଳ୍ପ ଲାଭ ମିଳିବ । ଶୁଭରଙ୍ଗ: ଧଳା

ସିଂହ

ଆଜିର ଦିନ ଆନନ୍ଦରେ ବିତିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସାମନାରେ ବିଜୟର ସ୍ଵାଦ ପ୍ରାପ୍ତି କରି ପାରିବେ। ସ୍ଵଜନମାନଙ୍କ ସହିତ ଆଜି ଭେଟ ହେବ। ମାନସିକ ରୂପରେ ପ୍ରସନ୍ନତା ବନି ରହିବ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଲାଲ

କନ୍ୟା

ପୂର୍ବା ଫାଲ୍ଗୁନୀ ନକ୍ଷତ୍ର ଜାତ ବ୍ୟକ୍ତିଙ୍କୁ ବନ୍ଧୁ ସହାୟତା ମିଳିବ । ନସିକ ରୂପରେ ଅଣନିଶ୍ୱାସୀ ହେବାର କାରଣରୁ କୌଣସି କାର୍ଯ୍ୟରେ ଆପଣଙ୍କ ମନ ନ ଲାଗିପାରେ। ସ୍ଵାସ୍ଥ୍ୟ ମଧ୍ୟ କିଛିମାତ୍ରାରେ ଭଲ-ଖରାପ ରହିବ। ଘରେ ଖୁସିର ମାହୋଲ ବଜାୟ ରହିବ। ଶୁଭରଙ୍ଗ: ଧଳା

ତୁଳା

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ। ଆପଣଙ୍କ ଉନ୍ନତିର ନୂଆ ରାସ୍ତା ଖୋଲିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଗୋଲାପି।

ବିଛା

ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଖୁସି ଅନୁଭବ କରିବେ। ଶତ୍ରୁନାଶ କରିବାରେ ସିଦ୍ଧହସ୍ତ ହେବେ । କୃଷି କ୍ଷେତ୍ରରୁ ଲାଭବାନ୍ ହେବେ । ଆଇନ କାନୁନ ମାମଲାର ସମାଧାନ ହୋଇପାରେ। ଶୁଭରଙ୍ଗ: ମେରୁନ

ଧନୁ

ଆଜି ପୂରା ଦିନ ଊର୍ଜା ଭରା ରହିବେ। ଆପଣଙ୍କ ଜୀବନ ଲାଗି ଖାସ୍‌ କାମ ମିଳିପାରେ। ପ୍ରିୟଭାହୀ ଓ ଧନ -ଯାନବାହନଯୁକ୍ତ ହୋଇପାରନ୍ତି । ସୁବର୍ଣ୍ଣ ସମ୍ପଦର ଅଧିକାରୀ ହେବେ । ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ। ଶୁଭରଙ୍ଗ: ମାଜେଣ୍ତା

ମକର

କାର୍ଯ୍ୟରେ ଯଶ ପ୍ରାପ୍ତି ହେବ। ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ। ଚିନ୍ତାଶୀଳ ବ୍ୟକ୍ତିଙ୍କ ସହିତ ସ˚ପର୍କ ମଜଭୁତ ହେବ। ଆପଣଙ୍କୁ କିଛି ଭଲ ଅବସର ମିଳିପାରେ। ବ୍ୟାପାରିମାନଙ୍କୁ ବ୍ୟାପାରରେ ଲାଭ ହେବ ତଥା ତାଙ୍କର କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ମଧ୍ୟ ହେବ।  ଶୁଭରଙ୍ଗ: ଧଳା

କୁମ୍ଭ

ଆଜି ସୃଜନାତ୍ମକତା ଏବଂ କଳା ସମ୍ବନ୍ଧୀତ ପ୍ରବୃତ୍ତିଗୁଡ଼ିକ ପାଇଁ ଦିନ ଶ୍ରେଷ୍ଠ ଅଟେ।  ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଉପାର୍ଜନକାରୀ ହେବେ । ତେଜୀୟାନ୍ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ

ମୀନ

ଆଜି ଧାର୍ମିକ ଏବଂ ଆଧ୍ୟାତ୍ମିକ ବିଷୟଗୁଡ଼ିକରେ ରୁଚି ରହିବାରୁ ସେହି କାର୍ଯ୍ୟଗୁଡ଼ିକ ପଛରେ ବ୍ୟସ୍ତତା ରହିବ ତଥା ତାଙ୍କ ପଛରେ ଖର୍ଚ୍ଚ ମଧ୍ୟ ହୋଇପାରେ। କୋର୍ଟ-କଚେରୀ ସମ୍ବନ୍ଧିତ କାର୍ଯ୍ୟ ଉପସ୍ଥିତ ହେବ। ବ୍ୟବସାୟ କାର୍ଯ୍ୟଗୁଡ଼ିକରେ ବିଘ୍ନ ଉପସ୍ଥିତ ହେବ। ୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧୂସର

ପଢନ୍ତୁ: ମା ଲକ୍ଷ୍ମୀଙ୍କୁ ସନ୍ତୁଷ୍ଟ କରିବାର କିଛି ସରଳ ଉପାୟ! ଆସନ୍ତୁ ଜାଣିବା ସେ ସମ୍ପର୍କରେ

Related posts

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

Leave a Comment