HOROSCOPES

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

horoscope

ମେଷ

ଚାଲୁ ରହିଥିବା କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିବେ । କୌଣସି ସ˚ପର୍କୀୟଙ୍କ ସହିତ କଥାବାର୍ତ୍ତା ମାଧ୍ୟମରେ କାମ ମିଳିପାରେ। ରମଣୀୟ ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ଅଛି। ଆପଣଙ୍କ ବ୍ୟବହାର ଯେମିତି କାହାକୁ କଷ୍ଟ ନଦେବ ସେଥିପ୍ରତି ଧ୍ୟାନ ରଖନ୍ତୁ। ଶୁଭରଙ୍ଗ: ସବୁଜ

ବୃଷ

ସୁସ୍ତ ଓ ନିରାମୟ ଜୀବନ ଯାପନ କରିବେ । କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ।  ଛାତ୍ରଛାତ୍ରୀ ପଢ଼ିବା ଲେଖିବାରେ ଅଧିକ ସମୟ ଦେବେ। ପ୍ରିୟଜନମାନଙ୍କ ସହିତ ହୋଇଥିବା ସାକ୍ଷାତରେ ମନ ଆନନ୍ଦିତ ହେବ। ଶୁଭରଙ୍ଗ: ଘିଅ ରଙ୍ଗ

ମିଥୁନ 

ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଘରୋଇ କାମ ଲାଗି ପରିବାର ସଦସ୍ୟଙ୍କ ସହିତ କଥାବାର୍ତ୍ତା କରିବେ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି।  ଚାକିରି କରୁଥିବା ବ୍ୟକ୍ତିଙ୍କ ପାଇଁ ଆଜି ଦିନଟି ବହୁତ ଭଲ ଅଛି। ଶୁଭରଙ୍ଗ: ଧଳା

କର୍କଟ

ମନରେ ନକାରାତ୍ମକ ଭାବନା ସୃଷ୍ଟି ହେବ।  ଯେ କୌଣସି କାମରେ ଆଜି ଆପଣଙ୍କୁ ସଫଳତା ମିଳିବ। ଆର୍ଥିକ ଲାଭ ଏବଂ ଭାଗ୍ୟବୃଦ୍ଧିର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷଙ୍କର ମନୋକାମନା ପୂରା ହେବ। ଶୁଭରଙ୍ଗ: ବାଦାମୀ

ସିଂହ

ଆଜି ଆପଣ ଆଧ୍ୟାତ୍ମିକତା ଦ୍ୱାରା ପ୍ରଭାବିତ ହେବେ ।  ପାରିବାରିକ ବାତାବରଣ ଆନନ୍ଦପ୍ରଦ ଏବଂ ଶାନ୍ତ ରହିବ।  ସ୍ୱାଭିମାନୀ ହେବେ । ଦୃଢ଼ ଆତ୍ମବିଶ୍ୱାସ ଓ ସଠିକ୍‌ ନିଷ୍ପତ୍ତି ଯୋଗୁ ଆଜି ଆପଣଙ୍କର ସବୁ ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଶୁଭରଙ୍ଗ: ଧଳା

କନ୍ୟା

ମନରେ ଥିବା ଆଶଙ୍କା ଦୂରେଇ ଯିବ । କୌଣସି ନୂଆ କମ୍ପାନିରେ ଚାକିରି ପ୍ରସ୍ତାବ ମିଳିପାରେ। ଅଫିସ୍ ସମ୍ବନ୍ଧିତ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ପରିବାର ସହିତ କୌଣସି ଧାର୍ମିକ ଆୟୋଜନକୁ ଯାଇପାରନ୍ତି। ଶୁଭରଙ୍ଗ: ସବୁଜ

ତୁଳା

ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ ଅଛି। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କର ଦଳରେ ପ୍ରାଧାନ୍ୟ ବୃଦ୍ଧି ହେବ। ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ରହିବ, ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ। ଧନ ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ଶୁଭରଙ୍ଗ: ଆକାଶୀ ନୀଳ

ବିଛା

ଆଜି ଯଦି ସମ୍ଭବ ତେବେ ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି ।  ଚାକିରି କ୍ଷେତ୍ରରେ ପଦୋନ୍ନତି ଓ ବ୍ୟବସାୟରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା

ଧନୁ

ଆଜିର ଦିନତି ଆପଣଙ୍କର ଅସନ୍ତୋଷ ଓ ଅଶାନ୍ତିରେ କଟିବ। ଯାତ୍ରା ସମୟରେ ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଶୁଭରଙ୍ଗ: ଫିକା ହଳଦିଆ

ମକର

ଆଜି ଆପଣ ନିଜ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ଏବଂ ଆଉ କାହା କଥାରେ ପ୍ରଭାବିତ ହୁଅନ୍ତୁ ନାହିଁ । ଟଙ୍କା ପଇସା ନେଣଦେଣରେ ସାବଧାନତା ଅବଲମ୍ବନ କରନ୍ତୁ।ଅଧିକ ପରିଶ୍ରମ ପରେ ମଧ୍ୟ ସଫଳତା ପ୍ରାପ୍ତି କମ ହେବାରୁ ହତାସା ଅନୁଭବ ହୋଇପାରେ। ଶୁଭରଙ୍ଗ: ଘିଅ ରଙ୍ଗ

କୁମ୍ଭ

ଧନପ୍ରାପ୍ତି ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯାଇପାରନ୍ତି। କୌଣସି ଧାର୍ମିକ ସ୍ଥଳକୁ ଯାଇ ଆପଣଙ୍କ ମନ ଭକ୍ତିମୟ ହୋଇଯିବ। ଶୁଭରଙ୍ଗ: ଧଳା

ମୀନ

ଦିନଟି ସବୁ ଦୃଷ୍ଟିରୁ ଭଲ। ନିର୍ଣ୍ଣୟର ଫଇସଲା ଲାଭପ୍ରଦ ହୋଇପାରେ। ଜୀବନରେ ସୁଖ ଶାନ୍ତି ଆସିବ। ରାଜନୀତିରେ ମହତ୍ତ୍ବାକାଂକ୍ଷା ପୂରା ହେବ। ଆପଣଙ୍କ ଜୀବନରେ ନୂଆ ପ୍ରେମ ଆରମ୍ଭ ହୋଇପାରେ। ଶୁଭରଙ୍ଗ: ଘିଅ ରଙ୍ଗ।

ପଢନ୍ତୁ: ଆସନ୍ତୁ ଜାଣିବା ଦିଗ ଅନୁଯାଇ ଶୋଇବାର ସଠିକ ଶୈଳୀ କିପରି ହେବା ଉଚିତ

Related posts

ଜାଣନ୍ତୁ ଆଜିର ରାଶିଫଳ

ENO Beuro

ଜାଣନ୍ତୁ ଆଜିର ଦିନଟି କେମିତି କଟିବ

Ratnamani Moharana

କେଉଁ ରାଶିର ଯୋଡିଙ୍କ ଭିତରେ ପ୍ରେମ ହେଲେ କ’ଣ ହୁଏ ଜାଣନ୍ତୁ

ENO Beuro

Leave a Comment