Loading...

ଆଜି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ଆଜି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ବାତ୍ୟା ପ୍ରଭାବରେ ଆଜି ସକାଳୁ କୋହଲା ପାଗ ସହ ଅନେକ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି। ତେବେ, ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ ଆଦି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା

ଭାରତୀୟ ପାଣିପାଗ ବିଭାଗ କହିଛି ଯେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପପ ଉତ୍ତର-ପୂର୍ବ ଦିଗକୁ ଗତି କରି ଅବପାତ ଓ ପରେ ଗଭୀର ଅବପାତରେ ପପରିଣତ ହୋଇଛି। ଆଜି (ସୋମବାର) ସନ୍ଧ୍ୟା ସୁଦ୍ଧା ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି।ବାତ୍ୟା ପ୍ରଭାବରେ ଆଜି ସକାଳୁ କୋହଲା ପାଗ ସହ ଅନେକ ସ୍ଥାନରେ ଝିପିଝିପି ବର୍ଷା ଜାରି ରହିଛି। ତେବେ, ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ ଆଦି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.