Loading...

ବର୍ଷାରୁ ମିଳିବନି ତ୍ରାହି, ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ

ବର୍ଷାରୁ ମିଳିବନି ତ୍ରାହି, ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ

ଓଡ଼ିଶାକୁ ମୌସୁମୀ ଛୁଇଁବା ପରେ ତାତିରୁ ମିଳିଛି ନିସ୍ତାର । ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ।

ଓଡ଼ିଶାକୁ ମୌସୁମୀ ଛୁଇଁବା ପରେ ତାତିରୁ ମିଳିଛି ନିସ୍ତାର । ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ। ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ମଧ୍ୟ ରହିଛି । ତେଣୁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ବର୍ଷା ସମ୍ଭାବନା ରହିଛି। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.