ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର (Low Pressure Area over Southeast Bay of Bengal ) ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେବାକୁ ଥିବା ବେଳେ ରାତି ତାପମାତ୍ରା ବଢିବା ସହିତ ରାଜ୍ୟରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ସୂଚନା ଦିଆଯାଇଛି ।
ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର (Low Pressure Area over Southeast Bay of Bengal ) ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେବାକୁ ଥିବା ବେଳେ ରାତି ତାପମାତ୍ରା ବଢିବା ସହିତ ରାଜ୍ୟରେ ଶୀତ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର (Bhubaneswar Meteorological Department) ପକ୍ଷରୁ ସୂଚନା ଦିଆଯାଇଛି ।ପରବର୍ତ୍ତୀ ସମୟରେ ଅବପାତ ଆହୁରି ଘନିଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବାତ୍ୟାର ରୂପ ନେବା ପରେ ଏହା ପଶ୍ଚିମ ଉତର-ପଶ୍ଚିମ ଦିଗରେ ଗତି କରି ୮ ତାରିଖ ବେଳକୁ ତାମିଲନାଡୁ ପୁଡୁଚେରୀ ତଥା ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ମୁହାଁଇବ । ସମ୍ଭାବ୍ୟ ବାତ୍ୟାର ରାଜ୍ୟ ଉପରେ ସିଧାସଳଖ ପ୍ରଭାବ ନଥିବା ବେଳେ, ବାତ୍ୟାର ବାହ୍ୟବଳୟ ସହ ଜଡିତ ମେଘ ସମୂହ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।
ଅନ୍ୟପଟେ କମିବ ଶୀତ ବଢିବ ରାତ୍ରି ତାପମାତ୍ରା । ଆଗାମୀ ୩ ଦିନ ଯାଏଁ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁଁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ର ବୃଦ୍ଧି ସହ ରାତ୍ରି ତାପମାତ୍ରା ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ସେପଟେ ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୧୧.୨ ଡ଼ିଗ୍ରୀ ଝାରସୁଗୁଡାରେ ରେକର୍ଡ କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।