Loading...

ରାଜ୍ୟରେ କୋହଲା ପାଗ ଜାରି

ରାଜ୍ୟରେ କୋହଲା ପାଗ ଜାରି

ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଲଘୁଚାପ ଦୁର୍ବଳ ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୩.୧ କିମି ଉଚ୍ଚତା ଯାଏ ବ୍ୟାପିଥିବାରୁ ଆଜି ଦିନତମାମ ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ ଲାଗିରହିଛି।

ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଲଘୁଚାପ ଦୁର୍ବଳ ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୩.୧ କିମି ଉଚ୍ଚତା ଯାଏ ବ୍ୟାପିଥିବାରୁ ଆଜି ଦିନତମାମ ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ ଲାଗିରହିଛି।କୋହଲା ପାଗ ସହ ମେଘୁଆ ଆକାଶ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହୁଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ କୋହଲା ପାଗ କମିବା ସହ ବାଦଲ ହଟିବା ପରେ ରାତିର ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ। ଅର୍ଥାତ୍‌ ରାତିର ତାପମାତ୍ରାର ସ୍ବାଭାବିକ ସ୍ଥିତିକୁ ଫେରିବ। ଦିନର ତାପମାତ୍ରା ମଧ୍ୟ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.