ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା। ରାଜ୍ୟରେ ୨ଦିନ ବର୍ଷା ପାଇଁ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା। ରାଜ୍ୟରେ ୨ଦିନ ବର୍ଷା ପାଇଁ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୯ ତାରିଖ ପାଇଁ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ଯାଜପୁରରେ ବର୍ଷା ୱାର୍ନିଙ୍ଗ ଥିବାବେଳେ ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରକୁ ଚେତାବନୀ ଦିଆଯାଇଛି।ଖୋର୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା ଝଡ଼ ପ୍ରଭାବ ଯୋଗୁଁ ପାଗ ମେଘୁଆ ସହ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।