Loading...

ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପାଗରେ ପରିବର୍ତ୍ତନ

ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପାଗରେ ପରିବର୍ତ୍ତନ

ଗୁରୁଚାପ ବଳୟ ପ୍ରଭାବ ହ୍ରାସ ଯୋଗୁଁ ତାପମାତ୍ରା ହ୍ରାସ ପାଉଛି ।ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳି ।

ଗୁରୁଚାପ ବଳୟ ପ୍ରଭାବ ହ୍ରାସ ଯୋଗୁଁ ତାପମାତ୍ରା ହ୍ରାସ ପାଉଛି ।ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସହ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ପାଣିପାଗ ବିଭାଗର ସୂଚନାନୁସାରେ, ଆଗାମୀ ୩ରୁ ୪ ଦିନ ଯାଏଁ ରାଜ୍ୟରେ ରହିବ କାଳବୈଶାଖୀ ପ୍ରଭାବ । କୋରାପୁଟ, କଳାହାଣ୍ଡି ଜିଲ୍ଲାରେ ହାଲୁକା ବର୍ଷା ହୋଇଛି ।

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରିକୋରାପୁଟନବରଙ୍ଗପୁରକଳାହାଣ୍ଡିରାୟଗଡ଼ାଗଜପତିକନ୍ଧମାଳ ଓ ଗଞ୍ଜାମ ବରସାହେବାର ସମ୍ଭାବନା ରହିଛି। 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.