Loading...

ଆଜି ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା

ଆଜି ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା

ଗତକାଲି ପଶ୍ଚିମ ଓଡ଼ିଶାର ୯ଟି ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ । ଚଳିତ ବର୍ଷର ପ୍ରଥମ କାଳବୈଶାଖୀ ଓ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ୨ଜଣ ଗୁରୁତର ହୋଇଛନ୍ତି ।

ଆଜି ୧୦ ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା ଜାରି । ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଜି ଜିଲ୍ଲାର ଗୋଟିଏ କି ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୮ ତାରିଖ ମଧ୍ୟାହ୍ନରୁ ୧୦ ତାରିଖ ଅପରାହ୍ନ ଯାଏ ପାଗ ଶୁଖିଲା ରହିବ ।ସୂଚନା ଥାଉକି, ଗତକାଲି ପଶ୍ଚିମ ଓଡ଼ିଶାର ୯ଟି ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ । ଚଳିତ ବର୍ଷର ପ୍ରଥମ କାଳବୈଶାଖୀ ଓ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ୨ଜଣ ଗୁରୁତର ହୋଇଛନ୍ତି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ତାଣ୍ଡବ ରଚିଛି କାଳବୈଶାଖୀ । ହିସବୁ ଜିଲ୍ଲାରେ କିଛି ସ୍ଥାନରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ଓ ମଧ୍ୟମ ଧରଣର ବର୍ଷା ହୋଇଛି ।

 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.