POLITICALS

କାଲି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ୧୧ରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ନବୀନ

N2

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଏକ ସପ୍ତାହ ପାଇଁ ଦିଲ୍ଲୀ ଗସ୍ତ କରୁଛନ୍ତି। ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ସହିତ ନୀତି ଆୟୋଗର ବୈଠକରେ ଯୋଗଦେବେ। କାର୍ଯ୍ୟକ୍ରମ ଅନୁସାରେ ମୁଖ୍ୟମନ୍ତ୍ରୀ ଜୁନ ୯ ଅପରାହ୍ଣ ୧୨ଟା ୪୫ରେ ନବୀନ ନିବାସ ଛାଡ଼ି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ନୂଆଦିଲ୍ଲୀ ଅଭିମୁଖେ ବାହାରିବେ।  ଗସ୍ତ କାଳରେ ନବୀନ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ରାଜ୍ୟର ବିକାଶ ମୂଳକ କାର୍ଯ୍ୟକୁ ତ୍ୱରାନ୍ଵିତ କରିବା ନେଇ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା କରିବେ ।

 

 ସାଧାରଣ ନିର୍ବାଚନ ପରେ ପ୍ରଥମ ଥର ମୋଦି ଓ ନବୀନ ଭେଟଘାଟ ହେବ। ଜୁନ୍‌ ୧୧ ତାରିଖରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ ହେବ । ବାତ୍ୟା ଫନି ଜନିତ କ୍ଷୟକ୍ଷତିର ଚୂଡାନ୍ତ ରିପୋର୍ଟ କେନ୍ଦ୍ରକୁ ଦେଇଛନ୍ତି ରାଜ୍ୟ ସରକାର। ଏ ବାବଦରେ ପ୍ରଧାନମନ୍ତ୍ରୀ ଦୃଷ୍ଟି ଆକର୍ଷଣ କରିପାରନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ସ୍ୱତନ୍ତ୍ର ପାହ୍ୟା ମାନ୍ୟତା ଦାବିକୁ ପୁଣିଥରେ ଦୋହରାଇ ପାରନ୍ତି ନବୀନ।

ପଢନ୍ତୁ: ମମତା ଓ ବିଜେପି ଲଢେଇରେ ନୟାନ୍ତ ଡାକବିଭାଗ

Related posts

ବିଜେଡିରେ ଯୋଗଦେଲେ ଅମର ପଟ୍ଟନାୟକ

ENO Beuro

ପୁରୀ ଲୋକସଭା ଆସନରୁ ମୋଦି ନୁହେଁ ଲଢିବେ ସମ୍ବିତ ପାତ୍ର

Ratnamani Moharana

“ଗାନ୍ଧି-ଭଦ୍ରା ପରିବାର ଦୁର୍ନୀତିର ଫ୍ୟାମିଲି ପ୍ୟାକେଜ୍‌” ବୋଲି କହିଲେ ସ୍ମୃତି ଇରାନୀ

Ratnamani Moharana

Leave a Comment