ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
୫ ନୂଆ ବିଚାରପତି ଶପଥ ନେବା ପରେ ସୁପ୍ରିମକୋର୍ଟରେ ମୋଟ୍ ବିଚାରପତିଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି।
ଗତ ୨ ଦିନ ତଳେ କେନ୍ଦ୍ର ସରକାର ଉପରୋକ୍ତ ୫ ବିଚାରପତିଙ୍କୁ ସୁପ୍ରିମକୋର୍ଟକୁ ନିଯୁକ୍ତ କରିଥିଲେ। ନିଯୁକ୍ତ ୫ ନୂଆ ବିଚାରପତି ଆଜି ଶପଥ ଗ୍ରହଣ କରିଛନ୍ତି । ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ ଜଷ୍ଟିସ ପଙ୍କଜ ମିଥଲ, ଜଷ୍ଟିସ ସଂଜୟ କାରୋଲ, ଜଷ୍ଟିସ ପିଭି ସଂଜୟ କୁମାର, ଜଷ୍ଟିସ ଅହସାନୁଦ୍ଦିନ ଅମାନୁଲ୍ଲା , ଜଷ୍ଟିସ ମନୋଜ ମିଶ୍ରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ୫ ନୂଆ ବିଚାରପତି ଶପଥ ନେବା ପରେ ସୁପ୍ରିମକୋର୍ଟରେ ମୋଟ୍ ବିଚାରପତିଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।