Loading...

ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମସି ସାଂସଦ ମହୁଆ ମୋଇତ୍ରଙ୍କୁ ସମନ

ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମସି ସାଂସଦ ମହୁଆ ମୋଇତ୍ରଙ୍କୁ ସମନ

ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଫସିଥିବା ଟିଏମସି ସାଂସଦ ମହୁଆ ମୋଇତ୍ରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ମିଳିଥିବା ସୂଚନା ଅନୁଯାୟୀ, ସଂସଦର ଏଥିକ୍ସ କମିଟି ମହୁଆ ମୈତ୍ରଙ୍କୁ ଅକ୍ଟୋବର ୩୧ରେ ହାଜର ହେବାକୁ ସମନ ଜାରି କରିଛି।

ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଫସିଥିବା ଟିଏମସି ସାଂସଦ ମହୁଆ ମୋଇତ୍ରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ମିଳିଥିବା ସୂଚନା ଅନୁଯାୟୀ, ସଂସଦର ଏଥିକ୍ସ କମିଟି ମହୁଆ ମୈତ୍ରଙ୍କୁ ଅକ୍ଟୋବର ୩୧ରେ ହାଜର ହେବାକୁ ସମନ ଜାରି କରିଛି। ତାଙ୍କୁ ପୂର୍ବାହ୍ନ ୧୧ଟାରେ କମିଟି ସମ୍ମୁଖରେ ହାଜର ହେବାକୁ ପଡ଼ିବ।କମିଟି ଅଧ୍ୟକ୍ଷ ତଥା ବିଜେପି ସାଂସଦ ବିନୋଦ ସୋନକର କହିଛନ୍ତି ଯେ ଆଜି ଦୁଇ ଜଣଙ୍କୁ ନିଶିକାନ୍ତ ଦୁବେ ଏବଂ ଆଇନଜୀବୀ ଜୟ ଅନନ୍ତ ଦେହାଦ୍ରିଙ୍କୁ ସମନ୍ ପଠାଯାଇଥିଲା । ଏହାପରେ ଅକ୍ଟୋବର ୩୧ତାରିଖରେ ମହୁଆ ମୋଇତ୍ରଙ୍କୁ ସମନ କରିବାକୁ ନିଷ୍ପତ୍ତି ହୋଇଛି। ସେ ନିଜର ପକ୍ଷ ରଖିବେ। ଆଇଟି ମନ୍ତ୍ରଣାଳୟ ଏବଂ ଗୃହ ମନ୍ତ୍ରଣାଳୟକୁ ସବିଶେଷ ତଥ୍ୟ ଦେବା ପାଇଁ ଚିଠି ପଠାଯିବ ବୋଲି କମିଟି ନିଷ୍ପତ୍ତି ନେଇଛି ବୋଲି ସେ କହିଛନ୍ତି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.