୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଇମ୍ପସିବଲ୍ ହେଲା ପସିବଲ୍ । କମିଶନରେଟ୍ ପୋଲିସର ମିସନ୍ ଇମ୍ପସିବଲ୍ । ଲିଙ୍ଗିପୁର ATM ଲୁଟ ମାମଲାରେ ୨ ଲୁଟେରାକୁ କାବୁ କରିଛି ପୋଲିସ । ଗିରଫ ୨ ଅଭିଯୁକ୍ତ ହେଲେ ଖୋକନ ମୋଲ୍ଲା ଓ ମୀରଜୁଲା ରେହମାନ ମୋଲ୍ଲା । ବାଙ୍ଗଲୋରରୁ ଏହି ଗ୍ୟାଙ୍ଗର ୨ ସଦସ୍ୟଙ୍କୁ ଗିରଫ କରାଯାଇଛି ।
ଇମ୍ପସିବଲ୍ ହେଲା ପସିବଲ୍ । କମିଶନରେଟ୍ ପୋଲିସର ମିସନ୍ ଇମ୍ପସିବଲ୍ । ଲିଙ୍ଗିପୁର ATM ଲୁଟ ମାମଲାରେ ୨ ଲୁଟେରାକୁ କାବୁ କରିଛି ପୋଲିସ । ଗିରଫ ୨ ଅଭିଯୁକ୍ତ ହେଲେ ଖୋକନ ମୋଲ୍ଲା ଓ ମୀରଜୁଲା ରେହମାନ ମୋଲ୍ଲା । ବାଙ୍ଗଲୋରରୁ ଏହି ଗ୍ୟାଙ୍ଗର ୨ ସଦସ୍ୟଙ୍କୁ ଗିରଫ କରାଯାଇଛି । ଏମାନଙ୍କ ମଧ୍ୟରୁ ଜଣେ କୋଲକାତା ଓ ଅନ୍ୟ ଜଣେ ବାଂଲାଦେଶର ବୋଲି ସୂଚନା ମିଳିଛି । ଏମାନଙ୍କ ସହ ଆଉ ୪ ଜଣ ବାଂଲେଦେଶୀ ମଧ୍ୟ ସାମିଲ ଅଛନ୍ତି । ମୋଟ ୬ ଜଣିଆ ଗ୍ୟାଙ୍ଗ ୫ ତାରିଖରେ ଲୁଟ୍ ପାଇଁ ଭୁବନେଶ୍ବର ଆସିଥିଲେ । ଏନେଇ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ।ଗତ ୪ ତାରିଖରେ ଭୁବନେଶ୍ୱର ଇନ୍ଦିରା କଲୋନୀରେ ଥିବା ଏଟିଏମ ମେସିନ୍ ତାଡ଼ି ଏକ ଟାଟା ଏସି ଗାଡ଼ିରେ ନେଇ ଦୟା ନଦୀ କୂଳରେ ଫିଙ୍ଗି ଦେଇଥିଲେ ଦୁର୍ବୃତ୍ତ । ସିସିଟିଭି ଫୁଟେଜ ଆଧାରରେ ସ୍ପେଶାଲ ସ୍କ୍ଵାର୍ଡ ତଦନ୍ତ ଚଳାଇଥିଲା । ସରାଇ ଆପ ଜରିଆରେ ଲୁଟେରାଙ୍କୁ ଚିହ୍ନଟ କରିଥିଲା ପୋଲିସ । ଏହି ଘଟଣାରେ ୫ ଜଣ ଲୁଟେରା ସମ୍ପୃକ୍ତ ଥିଲେ । ଲୁଟ୍ ପରେ ଲୁଟେରା ମାନେ ଆନ୍ଧ୍ରପ୍ରଦେଶ ପଳାଇ ଯାଇଥିବା ଜାଣିବାକୁ ପାଇଥିଲା ପୋଲିସ ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।