ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଜୁଲାଇ ୭ରେ ସୁଦ୍ଧା ପ୍ରକାଶ ପାଇବ ୟୁଜି ରେଜଲ୍ଟ । ଏନେଇ ସବୁ କଲେଜର କୁଳପତି ଓ କଲେଜ ଅଧ୍ୟକ୍ଷ ମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ । ଏହା ସହିତ ଆବଶ୍ୟକ ସ୍ଥଳେ ଏକ୍ସଟ୍ରା କ୍ଲାସ କରି କୋର୍ସ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଜୁଲାଇ ୭ରେ ସୁଦ୍ଧା ପ୍ରକାଶ ପାଇବ ୟୁଜି ରେଜଲ୍ଟ । ଏନେଇ ସବୁ କଲେଜର କୁଳପତି ଓ କଲେଜ ଅଧ୍ୟକ୍ଷ ମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ । ଏହା ସହିତ ଆବଶ୍ୟକ ସ୍ଥଳେ ଏକ୍ସଟ୍ରା କ୍ଲାସ କରି କୋର୍ସ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହିତ ବ୍ୟାକ ପେପର ପରୀକ୍ଷା ମଧ୍ୟ ସମୟ ପୂର୍ବରୁ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବୁଧବାର ଠାରୁ ଯୁକ୍ତଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେଇଯାଇଛି । ଯାହା ଫେବୃଆରୀ ମାସ ୧୦ ତାରିଖରେ ସରିବ ।
ସୂଚନାମୁତାବକ ଚଳିତବର୍ଷ ୩,୩୮,୭୪୭ ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ସେଥିରୁ କଳାରେ ୨,୧୯,୧୧୦ ଥିବା ବେଳେ ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫,୧୧୦ ଜଣ ରହିଛନ୍ତି । ସବୁ ପ୍ରାକ୍ଟିକାଲ ରୁମରେ ସିସି କ୍ୟାମେରା ବାଧ୍ୟତାମୂଳକ କରାଯାଇଛି । ପ୍ରାକ୍ଟିକାଲ ପରୀକ୍ଷା ଶେଷ ହେବା ପରେ ଫେବୃଆରୀ ୧୭ତାରିଖ ସୁଦ୍ଧା ପ୍ରାକ୍ଟିକାଲ ଉତ୍ତରଖାତା ଏବଂ ମାର୍କ ସିଏଚ୍ଏସ୍ରେ ଦାଖଲ ହେବ। ସେହି ଭଳି ଆସନ୍ତା ମାର୍ଚ୍ଚ ମାସ ପହିଲାରୁ ରାଜ୍ୟରେ ଯୁକ୍ତଦୁଇ ଥିଓରି ପରୀକ୍ଷା ଆରମ୍ଭ ହେବ । ଏପ୍ରିଲ ମାସ ୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।