ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଋଷ-ୟୁକ୍ରେନରେ ମଧ୍ୟରେ ଭୟଙ୍କର ଯୁଦ୍ଧ । ଯୁଦ୍ଧ ନୁହେଁ ମହାଯୁଦ୍ଧ । କାରଣ ଋଷକୁ ସବୁଆଡୁ ଆକ୍ରମଣ ପରେ ଏବେ ପାଲଟା ଆଟାକ କରିଛି ୟୁକ୍ରେନ ।
ଋଷ-ୟୁକ୍ରେନରେ ମଧ୍ୟରେ ଭୟଙ୍କର ଯୁଦ୍ଧ । ଯୁଦ୍ଧ ନୁହେଁ ମହାଯୁଦ୍ଧ । କାରଣ ଋଷକୁ ସବୁଆଡୁ ଆକ୍ରମଣ ପରେ ଏବେ ପାଲଟା ଆଟାକ କରିଛି ୟୁକ୍ରେନ । ଭ୍ଲାଦିମିର ପୁଟିନଙ୍କ ଆକ୍ରମଣ ଜୋରଦାରର ଜବାବ ଦେଇଛି ୟୁକ୍ରେନ୍ । ୟୁକ୍ରେନ ପୂର୍ବାଞ୍ଚଳ ସାମରିକ ଘାଟିରୁ ଋଷ ଉପରୋ ଜୋରଦାର ପ୍ରତି ଆକ୍ରମଣ ।
ବୋରିସପିଲ, ଓଡୋରନୋମ, କୁଲବାକିନୋମୁ, ଚୁଗ୍ୟୁଏଭ, କ୍ରାମାଟୋରସ୍କ, କ୍ରୋନୋ ବାଇଭିଟସ, ଏବଂ ଓଡର ବିମାନ ବନ୍ଦର ଏବଂ ଘାଟିରୁ ବାଲିଷ୍ଟିକ ଆକ୍ରମଣ କରିଛି ୟୁକ୍ରେନ ସେନା । ୟୁକ୍ରେନ ସେନା ମୁଖ୍ୟ ନିଜେ ଯୁଦ୍ଧ ପରିଚାଳନା କରୁଛନ୍ତି । ସେପଟେ ଲୁହାନସ୍କ ଅଞ୍ଚଳରେ ଋଷର ୫ଟି ଯୁଦ୍ଧ ବିମାନକୁ ଧ୍ୱଂସ କରିଥିବା ଦାବି କରିଛି ୟୁକ୍ରେନ । ସେତିକି ନୁହେଁ ଗୋଟିଏ ହେଲିକପ୍ଟରକୁ ବି ଧ୍ୱସ୍ତ ବିଧ୍ୱସ୍ତ କରିଦିଆଯାଇଛି ।
ସାମରିକ ତଥା ସୀମା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ଓଡେଶାରେ ଋଷ ସେନାର ଜୋରଦାର ଉପସ୍ଥିତିକୁ ଅସ୍ୱିକାର କରିଛି ୟୁକ୍ରେନ । ୟୁକ୍ରେନ ବୈଦେଶିକ ମନ୍ତ୍ରୀ ଋଷ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଲାଗି ସାରା ବିଶ୍ୱକୁ ନିବେଦନ କରିଛନ୍ତି । ନଚେତ୍ ୟୁରୋପ ସହ ସାରା ବିଶ୍ୱ ଭୟଙ୍କର ପରିଣତି ଭୋଗିବ ବୋଲି ସେ କହିଛନ୍ତି । ସେପଟେ ଜଳ-ସ୍ଥଳ-ଆକାଶରୁ ଏକକାଳୀନ ୟୁକ୍ରେନ ଉପରେ ଆକ୍ରମଣ କରୁଛି ଋଷସେନା । ପାଓ୍ୱାର ଷ୍ଟେସନ, ତୈଳ କୂପ ସହ ଗୁରୁତ୍ୱପୂର୍ଣ୍ଣ ସେନା ଓ ସରକାରୀ କାର୍ଯ୍ୟାନୁଷ୍ଠାନକୁ କରିଛି ଟାର୍ଗେଟ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।