ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଶିକ୍ଷା କ୍ଷେତ୍ରରେ ଜାଲିଆତି ରୋକିବାକୁ ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର । ନୂଆ ନିଷ୍ପତ୍ତି ଜାତୀୟ ଶିକ୍ଷାନୀତି ଅନୁସାରେ ପିଲାଙ୍କୁ ମିଳିବ ଏଡୁ ଲକର । ଏଥିରେ ଛାତ୍ରଛାତ୍ରୀଙ୍କ ଶିକ୍ଷାର ପୁରା ରେକର୍ଡ ରହିବ ।
ଶିକ୍ଷା କ୍ଷେତ୍ରରେ ଜାଲିଆତି ରୋକିବାକୁ ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର । ନୂଆ ନିଷ୍ପତ୍ତି ଜାତୀୟ ଶିକ୍ଷାନୀତି ଅନୁସାରେ ପିଲାଙ୍କୁ ମିଳିବ ଏଡୁ ଲକର । ଏଥିରେ ଛାତ୍ରଛାତ୍ରୀଙ୍କ ଶିକ୍ଷାର ପୁରା ରେକର୍ଡ ରହିବ । ସବୁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିକ ଆଇଡି ଲାଗୁହେବ । ଏହି ଆଇଡି ଜାଲ ନକଲି ସାର୍ଟିଫିକଟ ରୋକିବାରେ ସହାୟକ ହେବ ।ଜାତୀୟ ଶିକ୍ଷାନୀତି ଅନୁସାରେ ଡିଜି ଲକର ଭଳି ତିନି ବର୍ଷରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଏଡୁ ଲକର। ଡ଼ିଆଇସି, ଏନଆଇସି, ଏନଇଟିଏଫ ମିଳିତ ଭାବେ ଏହାକୁ ପ୍ରସ୍ତୁତ କରୁଛି । ଛାତ୍ରଛାତ୍ରୀଙ୍କ ଶିକ୍ଷାର ପୁରା ଯାତ୍ରାର ରହିବ ରେକର୍ଡ, ମିଳିବ ଆଇ କାର୍ଡ ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।