VASTU

ଘରୁ ବାସ୍ତୁଦୋଷ ଦୂର କରିବା ପାଇଁ ଲଗାନ୍ତୁ ଏହି ସବୁ ଗଛ

Side

ଘରେ ବାସ୍ତୁ ଦୋଷ ଦୂର କରିବା ପାଇଁ ସମସ୍ତେ ପୂଜା ପାଠ ଉପରେ ବିଶ୍ୱାସ କରିଥାନ୍ତି।  କ’ଣ ଆପଣ ଜାଣିଛନ୍ତି କି ଘରେ ଗଛ ଲଗାଇବା ଦ୍ୱାରା ମଧ୍ୟ ବାସ୍ତୁ ଦୋଷ ଦୂର ହୋଇଥାଏ। କୁହାଯାଏ ଯେ, ଏମିତି କିଛି  ଗଛ ରହିଛି ଯାହାକୁ ଲଗାଇବା ଦ୍ୱାରା ଘରେ ସକରାତ୍ମକ ପ୍ରଭାବ ପଡ଼ିଥାଏ। ତାହେଲେ ଜାଣନ୍ତୁ ଘରେ କେଉଁ ସବୁ ଗଛ ଲଗାଇଲେ ବାସ୍ତୁ ଦୋଷ ଦୂର ହୋଇଥାଏ।

ଜାମୁ ଗଛ

A54

ବାସ୍ତୁ ଅନୁସାରେ ଜାମୁ ଗଛ ଘର ପାଖରେ ଲଗାଇବା ଶୁଭ ହୋଇଥାଏ। ଏହାକୁ ଉତ୍ତର ଦିଗରେ ଲଗାଇବାକୁ ଭଲ ବୋଲି କୁହାଯାଏ ନାହିଁ। ଯଦି ଘରର ଉତ୍ତର ଦିଗରେ ଜାମୁ ଗଛ ଅଛି ତାହାଲେ ଏହାକୁ କାଟି ଦିଅନ୍ତୁ।

ନଡ଼ିଆ ଗଛ

A33

ନଡିଆ ଗଛ ଘର ପାଖରେ ରହିଲେ ବହୁତ ଶୁଭ ହୋଇଥାଏ। ପରିବାର ସଦସ୍ୟଙ୍କ ମାନ ମମ୍ମାନ ବୃଦ୍ଧି ହେବା ସହ ଉନ୍ନତି ମଧ୍ୟ ହୋଇଥାଏ।

ଅଶ୍ୱଗନ୍ଧା

A21

ଅଶ୍ୱଗନ୍ଧା ଗଛକୁ ଏକ ପ୍ରକାର ଔଷଧ ଭାବେ ମଧ୍ୟ ବ୍ୟବହାର କରାଯାଏ। ବାସ୍ତୁ ଅନୁସାରେ ଘରର ସୀମାରେ ଅଶ୍ୱଗନ୍ଧା ଗଛ ଲଗାଇଲେ ତାହା ଘର ପାଇଁ ଶୁଭ ହୋଇଥାଏ। ଏହା ଦ୍ୱାରା ଘରର ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ।

ଅଶୋକ ଗଛ

A12

କୁହାଯାଏ ଘର ପାଖରେ ଅଶୋକ ଗଛ ଲଗାଇବା ଦ୍ୱାରା ବହୁ ଅଶୁଭ ଶକ୍ତିର ବିନାଶ ଘଟିଥାଏ। ଏହା ଘର ପାଇଁ ଶୁଭ ହୋଇଥାଏ।

ପଢନ୍ତୁ: ଅସଫଳ କାମକୁ ସଫଳ କରେ ଗୋଲମରିଚ, ଜାଣନ୍ତୁ କିପରି

Related posts

ଆସନ୍ତୁ ଜାଣିବା,କେଉଁ କାର୍ଯ୍ୟରେ କ’ଣ ଖାଇ ଯାତ୍ରା କଲେ ମିଳିଥାଏ ଶୁଭଫଳ

ENO Beuro

ବାସ୍ତୁଶାସ୍ତ୍ର ଅନୁସାରେ ଘରେ ହନୁମାନଙ୍କ ଫୋଟ ରଖିଲେ, କରନ୍ତୁ ନାହିଁ ଏହି ସବୁ ଭୁଲ !

ENO Beuro

ଆସନ୍ତୁ ଜାଣିବା ଲୁଣର ବ୍ୟବହାର ଦ୍ଵାରା କେମିତି ଦୂର କରାଯାଇପାରିବ ବାସ୍ତୁ ଦୋଷ

ENO Beuro

Leave a Comment