ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
କରୋନା କଟକଣା ଯୋଗୁ ଏଥର ଫିକା ପଡ଼ିଛି ଖଣ୍ଡଗିରି ମାଘମେଳା । ଏଥର ଖଣ୍ଡଗିରି ମେଳାରେ ଜମିଲାନି ଭିଡ଼ । ପୂର୍ବରୁ ବିଶ୍ୱଶାନ୍ତି ଯଜ୍ଞ ପାଇଁ ଶହ ଶହ ସଂଖ୍ୟାରେ ସାଧୁ ଆସୁଥିଲେ ।
କରୋନା କଟକଣା ଯୋଗୁ ଏଥର ଫିକା ପଡ଼ିଛି ଖଣ୍ଡଗିରି ମାଘମେଳା । ଏଥର ଖଣ୍ଡଗିରି ମେଳାରେ ଜମିଲାନି ଭିଡ଼ । ପୂର୍ବରୁ ବିଶ୍ୱଶାନ୍ତି ଯଜ୍ଞ ପାଇଁ ଶହ ଶହ ସଂଖ୍ୟାରେ ସାଧୁ ଆସୁଥିଲେ । ହେଲେ ଚଳିତ ବର୍ଷ ଏହି ସଂଖ୍ୟା ବହୁତ କମ୍ ରହିଛି । ସେହିପରି ଭକ୍ତଙ୍କ ଗହଳି ମଧ୍ୟ ନାହିଁ । ଖଣ୍ଡଗିିରି ମେଳାରେ ଆଜିଠାରୁ ବିଶ୍ୱଶାନ୍ତି ଯଜ୍ଞ ଆରମ୍ଭ ହେବ । ପୂର୍ଣ୍ଣିମା ପର୍ଯ୍ୟନ୍ତ ଅହରହ ଚାଲିବ ବିଶ୍ୱଶାନ୍ତି ଯଜ୍ଞ । ଅନନ୍ତ ଗୁମ୍ଫା ସମ୍ମୁଖରେ ଗୋସ୍ୱାମୀ ପିତାମ୍ବର ଦାସଙ୍କ ଶିଷ୍ୟ ରବିନାରାୟଣ ଦାସ ଜାଗମରା ପୋଖରୀରୁ ଘଟ ଆଣି ସ୍ଥାପନ କରିବେ । ଏହି ଅବସରରେ କଳସ ଶୋଭାଯାତ୍ରା ମଧ୍ୟ ହେବ । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଖଣ୍ଡଗିରି ମେଳା ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।