ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆଧାର ନମ୍ବର ସହ ଭୋଟର ଆଇଡି କାର୍ଡ଼ ଲିଙ୍କର ଅବଧିକୁ କେନ୍ଦ୍ର ସରକାର ୩୧ ମାର୍ଚ୍ଚ ୨୦୨୪କୁ ବୃଦ୍ଧି କରିଛନ୍ତି। ଶେଷଥର ପାଇଁ ଆଧାର ନମ୍ବର ସହ ଭୋଟର ଆଇଡି ଲିଙ୍କର ଶେଷ ତାରିଖ ୨୦୨୩ ଏପ୍ରିଲ ୧ ତାରିଖ ଥିଲା। ତେବେ ପରବର୍ତ୍ତୀ ତାରିଖ ସମ୍ପର୍କରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି।
ଆଧାର ନମ୍ବର ସହ ଭୋଟର ଆଇଡି କାର୍ଡ଼ ଲିଙ୍କର ଅବଧିକୁ କେନ୍ଦ୍ର ସରକାର ୩୧ ମାର୍ଚ୍ଚ ୨୦୨୪କୁ ବୃଦ୍ଧି କରିଛନ୍ତି। ଶେଷଥର ପାଇଁ ଆଧାର ନମ୍ବର ସହ ଭୋଟର ଆଇଡି ଲିଙ୍କର ଶେଷ ତାରିଖ ୨୦୨୩ ଏପ୍ରିଲ ୧ ତାରିଖ ଥିଲା। ତେବେ ପରବର୍ତ୍ତୀ ତାରିଖ ସମ୍ପର୍କରେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ପାଇଛି। ନୂଆ ନିୟମ ଅନୁଯାୟୀ, ଭୋଟର ତାଲିକାରେ ନାମ ପଞ୍ଜୀକରଣ ନିମନ୍ତେ ଥିବା ଫର୍ମଗୁଡ଼ିକରେ କେତେକ ସଂଶୋଧନ କରାଯାଇଛି । ଭୋଟର ତାଲିକାରେ ନାମ ପଞ୍ଜୀକରଣ ନିମନ୍ତେ କେବଳ ଫର୍ମ ନଂ-୬ରେ ଆବେଦନ କରାଯିବ । ପ୍ରବାସୀ ଭାରତୀୟ ନାଗରିକମାନେ ଭୋଟର ତାଲିକାରେ ନାମ ପଞ୍ଜୀକରଣ ନିମନ୍ତେ ଫର୍ମ ନଂ-୬କରେ ଆବେଦନ କରିବେ ।ଏଥିପାଇଁ ଅନଲାଇନ୍ରେ ବି ଆବେଦନ କରିହେବ । ଭୋଟରମାନେ ଅନଲାଇନ୍ରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଜିଲ୍ଲା ନିର୍ବାଚନ ଅଧିକାରୀ, ଗରୁଡ଼, ଏନ୍ଭିଏସ୍ପି, ଭିଏଚ୍ଏ, ଭୋଟର ପୋର୍ଟାଲ ଆଦି ୱେବସାଇଟ ମାଧ୍ୟମରେ ଆଧାର ନମ୍ବର ସଂଯୋଗ କରିପାରିବେ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।