ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆମେରିକାର ପାଣିପାଗ ସଂସ୍ଥା ଆକ୍ୟୁ ୱେଦର ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲ୍ ପୂର୍ବାନୁମାନ କରିଛନ୍ତି, ଆଣ୍ଡାମାନ ଓ ନିକୋବର ଦ୍ୱୀପରେ ଏକ ଦୁର୍ବଳ ଲଘୁଚାପ ସୃଷ୍ଟି ହେବ । ତେବେ ଏହା ପ୍ରଭାବହୀନ ରହିବ । ଦକ୍ଷିଣ ଓଡିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଗାମୀ ୪ ଦିନ ଯାଏ ଏହାର ପ୍ରଭାବ ରହିବ । ଏହାର ପ୍ରଭାବରେ ଉତ୍ତର ଆଣ୍ଡାମାନ ସାଗର, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର, ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ଖଣ୍ଡ ଖଣ୍ଡ ମେଘ ଘନୀଭୂତ ହେବ । ଆଣ୍ଡାମାନ ନିକୋବର ଦ୍ୱୀପରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆମେରିକାର ପାଣିପାଗ ସଂସ୍ଥା ଆକ୍ୟୁ ୱେଦର ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲ୍ ପୂର୍ବାନୁମାନ କରିଛନ୍ତି, ଆଣ୍ଡାମାନ ଓ ନିକୋବର ଦ୍ୱୀପରେ ଏକ ଦୁର୍ବଳ ଲଘୁଚାପ ସୃଷ୍ଟି ହେବ । ତେବେ ଏହା ପ୍ରଭାବହୀନ ରହିବ । ଦକ୍ଷିଣ ଓଡିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।