ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
Loading...
କଲବଲ କରୁଛି ଜାଡ଼ । ଅସମ୍ଭାଳ ଶୀତରେ ଥରୁଛି ଓଡ଼ିଶା । ଉପାନ୍ତରୁ ଉପକୂଳ ସବୁଠି ଜାରି ରହିଛି ଶୀତ ଲହରୀ ।
କଲବଲ କରୁଛି ଜାଡ଼ । ଅସମ୍ଭାଳ ଶୀତରେ ଥରୁଛି ଓଡ଼ିଶା । ଉପାନ୍ତରୁ ଉପକୂଳ ସବୁଠି ଜାରି ରହିଛି ଶୀତ ଲହରୀ । ରାଜ୍ୟରେ ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଛି । ଏହା ସହିତ ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଶୁଷ୍କ ପବନ ରାଜ୍ୟରେ ଶୀତ ବଢାଉଛି । ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଏପରି ସ୍ଥିତି ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଶୀତ ସହିତ ଘନ କୁହୁଡ଼ି ମଧ୍ୟ ଅସ୍ତବ୍ୟସ୍ତ କରିବ ।
ପାଣିପାଗ କେନ୍ଦ୍ର କହିଛି ଯେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ପଡ଼ିପାରେ । ଏଣୁ ଏସବୁ ଜିଲ୍ଲା ପାଇଁ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି। ବାୟୁମଣ୍ଡଳର ସ୍ଥିରତା ଏବଂ ଜଳୀୟବାଷ୍ପର ଉପସ୍ଥିତି ପାଇଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ପଡ଼ୁଛି । ଆଜି ୧୩ଟି ଜିଲ୍ଲାରେ ଘନ କୁହୁଡ଼ି ପାଇଁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟରାତିରୁ ସକାଳ ପର୍ଯ୍ୟନ୍ତ ସତର୍କ ରହିବା ସହିତ ଯାତାୟତ ବେଳେ ଗାଡି ଚାଳକ ମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବିଭିନ୍ନ ସ୍ଥାନରେ ୨ଶହ ମିଟର ତଳେ ଦୃଶ୍ୟମାନ କ୍ଷମତା ରହିବ । ଦୁର୍ଘଟଣା ଘଟିବାର ସମ୍ଭାବନା ଅଧିକ ଥିବାରୁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଗିରଫ ପୂର୍ବରୁ ଆପ ସାଂସଦଙ୍କ ସହ ଘନିଷ୍ଟ ଅନ୍ୟମାନଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା ।
ଆଗକୁ ବିଧାନସଭା ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ତିନି ଦଳ। କିଏ କାହା ଉପରେ ଦୋଷାରୋପ କରୁଛି ତ କିଏ କାହା କାମର ବାହାବାନେଇ ଏ ନିର୍ବାଚନ ପାରି ହେବାକୁ ନିଜକୁ ପ୍ରସ୍ତୁତ କରୁଛି ତେବେ ଏଥିମଧ୍ୟରେ ପୁଣି ଦୁଇ ବିଜେଡ଼ି ନେତାଙ୍କୁ ଦଳରୁ ବହିଷ୍କାର କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ।