ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବଢ଼ିବ ଶୀତ। ଆସନ୍ତା ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା।
ଆସନ୍ତାକାଲି ଠାରୁ ରାଜ୍ୟରେ ପୁଣି ବଢ଼ିବ ଶୀତ। ଆସନ୍ତା ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଖସିବ ତାପମାତ୍ରା। ଆଜି ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ବର୍ଷା ପରେ ପୁଣି ଫେରିବ ଶୀତ। ଉପାନ୍ତରୁ ଉପକୂଳ ଥରିବ ଓଡିଶା। ସ୍ୱାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦୁଇ ଦିନ ପରେ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡିଶାରେ ପାରା କମିବ। ଫଳରେ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବା ସହ ପୁଣି ଏକ ସପ୍ତାହ ପର୍ଯ୍ୟନ୍ତ ଜାଡ଼ରେ ଥରିବ ଓଡ଼ିଶା । ଜାଡ଼ ସହ ଘନ କୁହୁଡ଼ିରେ ଅସ୍ତବ୍ୟସ୍ତ ହେବ ଜନଜୀବନ । ରାଜ୍ୟର ଅଧିକାଂଶ ଜିଲ୍ଲାରେ ରାତି ୧୦ ରୁ ସକାଳ ୧୦ ପର୍ଯ୍ୟନ୍ତ କମିବ ଦୃଶ୍ୟମାନ କ୍ଷମତା ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।