Loading...

ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ

ଆଗାମୀ ୫ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ

ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ ପରିବର୍ତନ ହେବ ନାହିଁ। ଆଜି ଭଳି ତାପମାତ୍ରା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ ପରିବର୍ତନ ହେବ ନାହିଁ। ଆଜି ଭଳି ତାପମାତ୍ରା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଦେବଗଡ଼ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇଛି। ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୬.୫ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝରରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରି ରହିଥିଲା।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.