Loading...

ଆଜିଠୁ ଭିଜିବ ଓଡିଶା, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ

ଆଜିଠୁ ଭିଜିବ ଓଡିଶା, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ

ପଶ୍ଚିମା ଝଡ଼ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ କୋହଲା ପାଗ ଜାରି ରହିଛି। ଆଜି ସକାଳୁ ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିଛି। ଆଜିଠୁ ଭିଜିବ ଓଡିଶା, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ।

ପଶ୍ଚିମା ଝଡ଼ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ କୋହଲା ପାଗ ଜାରି ରହିଛି। ଆଜି ସକାଳୁ ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିଛି। ଆଜିଠୁ ଭିଜିବ ଓଡିଶା, ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ଆଜିଠାରୁ ପଶ୍ଚିମା ଝଡ଼ର ପ୍ରଭାବ ଅଧିକ ରହିବ । ଆଜି  ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। 

ସୂଚନାନୁସାରେ, ୧୮ ତାରିଖରେ ପଶ୍ଚିମା ଝଡ଼ର ପ୍ରଭାବ ସର୍ବାଧିକ ରହିବ ଏବଂ ୧୯ରେ ପ୍ରଭାବ କମିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.