ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଶୁକ୍ରବାର ଓ ଶନିବାର ଗ୍ରୀଷ୍ମ ପ୍ରଭାବ ଜାରି ରହିବ। ଆସନ୍ତା ୩ ଓ ୪ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।
ଶୁକ୍ରବାର ଓ ଶନିବାର ଗ୍ରୀଷ୍ମ ପ୍ରଭାବ ଜାରି ରହିବ। ଆସନ୍ତା ୩ ଓ ୪ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ବର୍ଷା ଯୋଗୁ ତାତିରୁ ଆଶ୍ୱସ୍ତି ମିଳିବ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା ଓ ଗଜପତି ଜିଲ୍ଲା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ଏହି ଦୁଇ ଦିନ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୩ଦିନ ପରେ ରାଜ୍ୟର ତାପମାତ୍ରା ୨ ଡିଗ୍ରୀ କମିବ ବୋଲି ଆକଳନ କରାଯାଇଛି ।
ଆସନ୍ତା ଦୁଇ ଦିନ ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିବ । ଶୁକ୍ରବାର ଓ ଶନିବାର ବଲାଙ୍ଗୀର, ସୋନପୁର, ବରଗଡ଼, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାରେ ଗ୍ରୀଷ୍ମ ଲହରୀ ବହିବାର ଆଶଙ୍କା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବୟସ୍କ ଓ ଅସୁସ୍ଥ ବ୍ୟକ୍ତିଙ୍କ ପାଇଁ ଏହା ସ୍ୱାସ୍ଥ୍ୟଗତ ସମସ୍ୟା ଆଣିପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।