ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜିଠୁ ଆଉ ଏକ ପଶ୍ଚିମା ଝଡ଼ରେ ଭିଜିବ ଓଡିଶା। ଗୋଟିଏ ପରେ ଗୋଟିଏ ପଶ୍ଚିମାଝଡ ଓଡିଶାବାସୀଙ୍କ ଦୁଖକୁ ଆହୁରି ବୃଦ୍ଧି କରୁଛି।
ଆଜିଠୁ ଆଉ ଏକ ପଶ୍ଚିମା ଝଡ଼ରେ ଭିଜିବ ଓଡିଶା। ଗୋଟିଏ ପରେ ଗୋଟିଏ ପଶ୍ଚିମାଝଡ ଓଡିଶାବାସୀଙ୍କ ଦୁଖକୁ ଆହୁରି ବୃଦ୍ଧି କରୁଛି। କେଉଁଠି କୁଆର ପଥର ବର୍ଷାରେ ଫସଲ ଉଜୁଡି ଯାଉଛି ତ କାହାର ନୂଆଣିଆ ଘର ଭାଙ୍ଗିଦଉଛି। ଏଥିମଧ୍ୟରେ ଆଜିଠାରୁ ଆଉ ଏକ ପଶ୍ଚିମଝଡ ଓଡିଶାରେ ପ୍ରଭାବ ଦେଖାଇବ। ଆଜି ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ପାଇଁ କେତେକ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗଜାରି କରିଛି ପାଣିପାଗ ବିଭାଗ। ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।