Loading...

ତାତିରୁ ମିଳିବ ତ୍ରାହି : ଆସନ୍ତା ୭ରେ ଲଘୁଚାପ ସମ୍ଭାବନା

ତାତିରୁ ମିଳିବ ତ୍ରାହି : ଆସନ୍ତା ୭ରେ ଲଘୁଚାପ ସମ୍ଭାବନା

ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।ଏନେଇ ଟ୍ଵିଟ କରି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବିଜ୍ଞାନୀ ଉମାଶଙ୍କର ଦାଶ । ଆଇଏମଡିର ପରିବ୍ୟାପ୍ତ ରେଞ୍ଜ ଆକଳନରୁ ସୂଚନା ମିଳିଛି ଯେ, ଏପ୍ରିଲ ପ୍ରଥମ ସପ୍ତାହରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସାଇକ୍ଲୋନିକ ସର୍କୁଲେସନ କିମ୍ବା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ଉପରେ ପାଣିପାଗ ବିଭାଗ ପକ୍ଷରୁ ନଜର ରଖାଯାଇଛି ।

 

 


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.