ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
୨ ଦିନର ବିରତି ପରେ ରାଜ୍ୟକୁ ପୁଣି ଫେରିବ ପଶ୍ଚିମାଝଡ।୧୫ରୁ ରାଜ୍ୟରେ ପୁଣି ମେଘୁଆ ପାଗ ସହ ବିଜୁଳି ଘଡଘଡି ସହ ବର୍ଷା ହେବ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ସୂଚନା ଦେଇଛନ୍ତି ।
୨ ଦିନର ବିରତି ପରେ ରାଜ୍ୟକୁ ପୁଣି ଫେରିବ ପଶ୍ଚିମାଝଡ। ୧୫ରୁ ରାଜ୍ୟରେ ପୁଣି ମେଘୁଆ ପାଗ ସହ ବିଜୁଳି ଘଡଘଡି ସହ ବର୍ଷା ହେବ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ସୂଚନା ଦେଇଛନ୍ତି । ୧୬ ତାରିଖରେ ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ୱାର୍ଣ୍ଣଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ବର, ଭଦ୍ରକ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ । ତେବେ ଏହି ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।
ସୂଚନାନୁସାରେ, ୩ ଦିନ ପଶ୍ଚିମାଝଡ ବିରତି ପରେ ରାଜ୍ୟରେ ପୁଣି ତାତି ବଢ଼ିଛି। ରବିବାର ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରି ରହିଥିଲା । ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ୨ଦିନ ମଧ୍ୟ ରାଜ୍ୟରେ ପ୍ରବଳ ଖରା ହେବ, ତାତି ବଢ଼ିବ। କିନ୍ତୁ ପାରଦ ୩୯ ଡିଗ୍ରିରୁ ଅଧିକ ହେବ ନାହି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।