HOROSCOPES

୧ ନଭେମ୍ବର , ବୁଧୁବାର – ଯାଣନ୍ତୁ କ’ଣ ରହିଛି ଆଜିର ରାଶିଫଳ

୧ ନଭେମ୍ବର , ବୁଧୁବାର - ଯାଣନ୍ତୁ କ'ଣ ରହିଛି ଆଜିର ରାଶିଫଳ

ମେଷ– ଛାତ୍ରମାନେ ଅଧ୍ୟୟନରେ ଅଧିକ ଭାରାକ୍ରାନ୍ତ ହୋଇ କ୍ଳାନ୍ତି ଅନୁଭବ କରିବେ ଏବଂ ବିଶ୍ରାମ କରିବେ । ଆଜି ଦିନରେ ସାଂଗ ସାଥିମାନଙ୍କ ସହ ଭ୍ରମଣ କିମ୍ବା ଚାପାନ କରି ମାନସିକ କ୍ଳାନ୍ତି ମେଣ୍ଟାଇବେ । ଏହା ସ୍ୱାସ୍ଥ୍ୟ ପାଇଁ ଭଲ ।

ବୃଷ- ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ
ଦିଅନ୍ତୁ ।

ମିଥୁନ– ଆଜି ଆପଣଙ୍କ ଆତ୍ମତ୍ଜ୍ଞାନ ଆଧ୍ୟାତ୍ମିକ ଦିଗରେ ତାହାର ଚରମ ସୀମାରେ ରହିବ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆଜିର ଦିନ ଲମ୍ବା ସମୟ । ଲକ୍ଷ୍ ଉପରେ ଧ୍ୟାନ କେନ୍ଦ୍ରିଭୁତ କରିବା ପାଇଁ ବହୁତ ଭଲ ସମୟ ।

କର୍କଟ– ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

ସିଂହ– ଆପଣ ଆଶାକରିଥିବା ଛୋଟ ଧରଣର ଯାତ୍ରାପାଇଁ ଆପଣ କୁଆଡେ ଯାଇପାରନ୍ତି । ଏହିଭଳି ଭଲ ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।ନିଜର କାର୍ଯ୍ୟ ଜନିତ ହେଉ କିମ୍ବା ବ୍ୟକ୍ତିଗତ ସୁଖ ପାଇଁ ହେଉ ଏହିଯାତ୍ରା ପଛରେ କିଛି ମହତ୍ତ୍ୱ ରହିଛି ।

କନ୍ୟା– ଆଜି କାଲି ଯେଉଁ ସମସ୍ୟା ବଢି ଚ଼ାଲିଛି ଆପଣ ତାହାକୁ ଠିକ୍ ଭାବରେ ବୁଝି ଶେଷ କରିବା ପାଇଁ ଚ଼େଷ୍ଟା କରିବା ଉଚିତ୍ । ମାନସିକ ଶାନ୍ତି ପାଇଁ ବାହାରେ କେଉଁଠିବି ବୁଲିବାକୁ ଯାଆନ୍ତୁ କିମ୍ବା କୌଣସି ଭଲ ବହି ପଢ଼ି ପାରନ୍ତି ।

ତୁଳା– ଆଜିର ଦିନ ଆତ୍ମନିର୍ଭରତାର ଦିନ ଅଟେ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।

ବିଛା- ମନେ ଅଛି କି ଆପଣ ନିଜର ଘରର ଆଖପାଖରେ କିଛି ପରିବର୍ତ୍ତନ କରିବା ପାଇଁ ଭାବିଥିଲେ । ଘରେ ସାନ୍ତି ବାତାବରଣ ଅଛିକି ସେଥିପାଇଁ ଆରାମରେ ଯେକୌଣସି ପରିବର୍ତ୍ତନ କରି ପାରିବେ ।

ଧନୁ– ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।

ମକର– ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ ।

କୁମ୍ଭ- ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।

ମୀନ– ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । କିଛି ଏମିତି କରନ୍ତୁ ଯାହା ସମସ୍ତଙ୍କୁ ଖୁସି କରିବ ଏବଂ ପରସ୍ପର ନିକଟତର ହୋଇ ପାରିବେ ।

୧ ନଭେମ୍ବର , ବୁଧୁବାର - ଯାଣନ୍ତୁ କ'ଣ ରହିଛି ଆଜିର ରାଶିଫଳ

ପଢନ୍ତୁ, ନ୍ୟୁଜିଲାଣ୍ଡ ବିପକ୍ଷରେ ଟି୨୦ ଶୃଙ୍ଖଳା ପୂର୍ବରୁ ହିଁ ଜସପ୍ରିତ ବୁମରାହଙ୍କୁ ମିଳିଲା ଫାଇଦା

Related posts

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଆସନ୍ତୁ ଜାଣିବା ଆଜିର ରାଶିଫଳ ସମ୍ପର୍କରେ

Ratnamani Moharana

ଆସନ୍ତୁ ଜାଣିବା କେମିତି କଟିବ ଆଜିର ଦିନ

Ratnamani Moharana

Leave a Comment