30.1 C
Bhubaneswar
October 22, 2021
EnewsOdia.Com
ଖେଳ ଦେଶ ବିଦେଶ ନ୍ୟୁଜ୍

ଟୋକିଓ ଅଲିମ୍ପିକରେ ଭାରତର ବିଜୟ ଅଭିଯାନ ଆରମ୍ଭ

ଟୋକିଓ ଅଲିମ୍ପିକ୍ସରେ ଭାରତର ଅଭିଯାନ ଆରମ୍ଭ । ପ୍ରଥମ ପଦକ ଭାବେ ରୌପ୍ୟ ପଦକ ହାସଲ କରିଛନ୍ତି ମାରା ବାଈ ଚାନୁ । ଭାରତ୍ତୋଳକରେ ପ୍ରଥମ ପଦକ ହାସଲ କରିଛି ଭାରତ । ୪୯ କେଜି ଭାରତ୍ତୋଳକରେ ସେ ଏହି ପଦକ ହାସଲ କରିଛନ୍ତି । ଆଉ ପଦକ ହାସଲ କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ଖେଳାଳି । ମୀରାବାଇ ଚାନୁ ତାଙ୍କର ଦ୍ୱିତୀୟ ପ୍ରୟାସରେ ୧୧୫ କିଲୋଗ୍ରାମ ଉଠାଇବାରେ ସଫଳ ହୋଇଥିଲେ ।

ତେବେ ସେ ତୃତୀୟ ପ୍ରୟାସରେ ବିଫଳ ହୋଇଥିଲେ । ଫଳରେ ସ୍ୱର୍ଣ୍ଣ ପଦକ ରେସରୁ ସେ ବାଦ ପଡିଛନ୍ତି । ମୀରାବାଈ ଚାନୁ ସ୍ନାଚ୍ ପରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି । ସେପଟେ ଆଉ ଏକ ପଦକ ଦାବିଦାର ଦୌଡରେ ଅଛନ୍ତି ସୌରଭ ଚୌଧୁରୀ । ୧୦ ମିଟରେ ଏୟାର ରାଇଫଲରେ ସେ ନିଜର ଚମତ୍କାର ପ୍ରଦର୍ଶନ ଦେଇଛନ୍ତି ।

ପଢନ୍ତୁ: ସେପ୍ଟେମ୍ୱର ସୁଦ୍ଧା ଦେଶରେ ଆରମ୍ଭ ହେବ ଶିଶୁଙ୍କ ଲାଗି ଟିକାକରଣ

Related posts

ଛାତ୍ରଛାତ୍ରୀ ଡିଗ୍ରି ନେବା ପୂର୍ବରୁ ଯୌତୁକ ବିରୋଧୀ ଚୁକ୍ତିନାମାରେ କରିବେ ଦସ୍ତଖତ

Ratnamani Maharana

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

Ratnamani Maharana

ରାଜଧାନୀରେ ଚାଲିଛି ଗୋଟିଏ ନମ୍ବରରେ ଅନେକ ଗାଡି

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More