ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
କାମ କରୁନି WhatsApp । ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସ ଆପ୍ର ସର୍ଭର ଡାଉନ(WhatsApp down in India) । କୌଣସି ମେସେଜ୍ କିମ୍ବା ଭିଡିଓ ସେୟାର୍ ହେଉ ନ ଥିବାବେଳେ, ଅଡିଓ କିମ୍ବା ଭିଡିଓ କଲ୍ ମଧ୍ୟ ବନ୍ଦ ହୋଇଯାଇଛି ।
କାମ କରୁନି WhatsApp । ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସ ଆପ୍ର ସର୍ଭର ଡାଉନ(WhatsApp down in India) । କୌଣସି ମେସେଜ୍ କିମ୍ବା ଭିଡିଓ ସେୟାର୍ ହେଉ ନ ଥିବାବେଳେ, ଅଡିଓ କିମ୍ବା ଭିଡିଓ କଲ୍ ମଧ୍ୟ ବନ୍ଦ ହୋଇଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ହ୍ବାଟ୍ସ ଆପ୍ ଡାଉନ୍ ହେବାର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ । ତେବେ ଶୀଘ୍ର ତ୍ରୁଟି ସଂଶୋଧନ କରିବାକୁ ଚେଷ୍ଟା କରାଯାଉଥିବା ମେଟା ପକ୍ଷରୁ ସ୍ପଷ୍ଟୀକରଣ ରଖାଯାଇଛି ।ଖବର ଅନୁଯାୟୀ, ଅଧିକାଂଶ ଭାରତୀୟ WhatsApp ବ୍ୟବହାରକାରୀ ଏହି ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ଦିନ ପ୍ରାୟ 12ଟା 30 ମିନିଟ୍ ସମୟରୁ ହ୍ବାଟ୍ସ ଆପ୍ ମୋବାଇଲ୍ ଆପ୍ ଏବଂ ୱେବ୍ ଜରିଆରେ କୌଣସି ମେସେଜ୍, ଫଟୋ କିମ୍ବା ଭିଡିଓ ସେଣ୍ଡ୍ କି ରିସିଭ୍(ପ୍ରେରଣ ଏବଂ ଗ୍ରହଣ) ହେଉନାହିଁ । ଏପରିକି ଅଡିଓ ଏବଂ ଭିଡିଓ କଲ୍ ମଧ୍ୟ ବନ୍ଦ ହୋଇଯାଇଛି । ଖବର ଲେଖା ହେବା ସୁଦ୍ଧା 2 ହଜାରରୁ ଊର୍ଦ୍ଧ୍ବ ବ୍ୟବହାରକାରୀ ଏନେଇ ସୋସିଆଲ ମିଡିଆରେ ରିପୋର୍ଟ କରିଥିଲେ । 69 ପ୍ରତିଶତ ବ୍ୟବହାରକାରୀ ଏହି ସମସ୍ୟାର ସମ୍ମୁଖୀନ ହୋଇଥିବା ଡାଉନ୍ଡିଟେକ୍ଟର ରିପୋର୍ଟ କରିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।