ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୁଖିଲା ପାଗ । ୨୧ ତାରିଖରୁ ବଦଳିବ ପାଗ । ଆକାଶ ମେଘାଛନ୍ନ ରହିବା ସହ କିଛି ଜିଲ୍ଲାରେ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ଶୀତ ।
ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୁଖିଲା ପାଗ । ୨୧ ତାରିଖରୁ ବଦଳିବ ପାଗ । ଆକାଶ ମେଘାଛନ୍ନ ରହିବା ସହ କିଛି ଜିଲ୍ଲାରେ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିବ ଶୀତ । ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଉ କିଛି ଘଣ୍ଟା ମଧ୍ୟରେ ଅବପାତର ପରିଣତ ହେବ । ପ୍ରଭାବରେ ୨୧ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖ ସକାଳ ସାଢେ ଆଠଟାରୁ ୨୨ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, ମାଲକାନଗିରି ଏବଂ କୋରାପୁଟରେ ଘଡିଘଡି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବର୍ଷା ପରେ ଶୀତ କମିବା ସହ ରାତ୍ରିର ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।