ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତା ସପ୍ତାହରୁ ରାଜ୍ୟରେ ଅଧିକ ଥଣ୍ଡା ଅନୁଭୂତ ହେବ। ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବା ସହ କେତେକ ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ପଡ଼ିବ।
ଆସନ୍ତା ସପ୍ତାହରୁ ରାଜ୍ୟରେ ଅଧିକ ଥଣ୍ଡା ଅନୁଭୂତ ହେବ। ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବା ସହ କେତେକ ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନକୁହୁଡ଼ି ପଡ଼ିବ। ଏହାବ୍ୟତୀତ ଅନୁଗୁଳ, ବଲାଙ୍ଗୀର, ଗଜପତି ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ। ପାଗ ଶୁଖିଲା ରହିବା ସହ ସର୍ବନିମ୍ନ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବ ନାହିଁ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍ ଆର ବିଶ୍ବାସଙ୍କ କହିବାନୁଯାୟୀ ୫ ଦିନ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବ। ତେବେ ୧୨ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରାରେ ସେତେଟା ପରିବର୍ତନ ହେବ ନାହିଁ। ଏହାପରେ ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ତେଣୁ ଥଣ୍ଡା ଅନୁଭୂତ ହେବ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।