EnewsOdia.Com

୧୩ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଆଗାମୀ ନଭେମ୍ବର ୧୩ ତାରିଖରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ ବୋଲି ଜଣାଯାଇଛି।ଡିସେମ୍ବର ୧୯ ତାରିଖ ଯାଏ ଶୀତ ଅଧିବେଶନ ଚାଲିବ। ଏଥିନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଏଥର ବିଧାନସଭାର ଶୀତ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟଦିବସ ରହିଛି । ଏଥିମଧ୍ୟରୁ ୨୧ଟି ସରକାରୀ ଓ ୫ ବେସରକାରୀ କାର୍ଯ୍ୟ ଦିବସ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

ପ୍ରଥମ ଦିନରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଆଗତ ହେବ। ବିଧାନସଭାର ଶୀତ ଅଧିବେଶନରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିରୋଧୀ ଦଳଙ୍କଠାରୁ ଗଠନମୂଳକ ସହଯୋଗ କାମନା କରିଛନ୍ତି।

ପଢନ୍ତୁ: ପାକିସ୍ତାନ ଯୁଦ୍ଧ ସଂଗ୍ରାହଳୟରେ ଭାରତୀୟ ବାୟୁସେନାର ଓ୍ବିଙ୍ଗ୍ କମାଣ୍ଡର ଅଭିନନ୍ଦନଙ୍କ ଷ୍ଟାଚ୍ୟୁ

ସମ୍ବନ୍ଧିତ ଖବର

ରାଜ୍ୟ କଂଗ୍ରେସରେ ନିରଞ୍ଜନ ହଟାଅ ମେଳି !

Ratnamani Maharana

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଦେବେନ୍ଦ୍ର ଫଡନବୀସ

Ratnamani Maharana

ଅସଦୁଦ୍ଦିନ ଓୱେସୀଙ୍କ ବିରୋଧରେ ରାଷ୍ଟ୍ରଦ୍ରୋହ ମକଦ୍ଦମା ରୁଜ୍ଜୁ ଦାବି

Ratnamani Maharana

ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ, ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ୧୯୧ କୋଟି ମୂଲ୍ୟର ବିମାନ କିଣିଲେ ଗୁଜରାଟ ସରକାର

Ratnamani Maharana

ଦୁଇ ଦିନିଆ ସାଉଦି ଆରବ ଗସ୍ତରେ ପିଏମ ମୋଦି

Ratnamani Maharana

ଟଙ୍କା ଉଧାର ଆଣିବାରେ ସବୁ ରେକର୍ଡ ଭାଙ୍ଗିଲାଣି ଇମ୍ରାନ୍‌ ଖାଁଙ୍କ ସରକାର

Ratnamani Maharana