ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ରାଜ୍ୟର ୭ ସହରର ତାପମାତ୍ରା ଆଜି ୧୫ ଡିଗ୍ରି ତଳେ ରହିଛି। ଗତରାତିରେ କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ସର୍ବନିମ୍ନ ୧୨.୫ ଡିଗ୍ରି ରେକର୍ଡ କରାଯାଇଥିଲା।
ରାଜ୍ୟର ୭ ସହରର ତାପମାତ୍ରା ଆଜି ୧୫ ଡିଗ୍ରି ତଳେ ରହିଛି। ଗତରାତିରେ କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ସର୍ବନିମ୍ନ ୧୨.୫ ଡିଗ୍ରି ରେକର୍ଡ କରାଯାଇଥିଲା। ଏହାବ୍ୟତୀତ, କୋରାପୁଟର ସେମିଳିଗୁଡ଼ାରେ ୧୨.୯ ଡିଗ୍ରି, ବୌଦ୍ଧରେ ୧୩ ଡିଗ୍ରି, କୋରାପୁଟରେ ୧୪.୨ ଡିଗ୍ରି, ସୁନ୍ଦରଗଡ଼ ଜିଲ୍ଲା କିରେଇରେ ୧୪ଡିଗ୍ରି ଓ କୋରାପୁଟରେ ୧୪.୨ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଥିଲା। ଭବାନୀପାଟଣାରେ ୧୫.୫ ଡିଗ୍ରି ରାତ୍ରି ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକ ଓ ଭୁବନେଶ୍ବରରେ ୨୦ ଡିଗ୍ରି ରହିଥିଲା।ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ତାପମାତ୍ରା ଜାରି ରହିବ। ପାରଦ ସ୍ତରରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରେ ଧୀରେଧୀରେ ପାରଦ ସ୍ତର ଖସିବ ଓ ପୂରା ରାଜ୍ୟରେ ଶୀତ ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।