ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଅପର ପକ୍ଷରେ ଆସନ୍ତା ଶୁକ୍ରବାର ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାରସମ୍ଭାବନା ରହିଛି । ଏହାର ପ୍ରଭାବରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଜଣାପଡ଼ିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।