ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଶ୍ରୀମନ୍ଦିର ଲୋକ ସର୍ମ୍ପକ ଅଧିକାରୀ ଜିତେନ୍ଦ୍ର ମହାନ୍ତି ଏହି ସୂଚନା ଦେଇଛନ୍ତି ।
ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ ।
ତେବେ ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଶ୍ରୀମନ୍ଦିର ଲୋକ ସର୍ମ୍ପକ ଅଧିକାରୀ ଜିତେନ୍ଦ୍ର ମହାନ୍ତି ଏହି ସୂଚନା ଦେଇଛନ୍ତି । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।