ସ୍ୱାସ୍ଥ୍ୟ ପାଇଁ ଗୁଡ ସେବନ ଅତ୍ୟନ୍ତ ଲାଭଦାୟୀ
ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ଗୁଡ ସହାୟକ ହୋଇଥାଏ । ଉଚ୍ଚ ରକ୍ତଚାପ ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରତ୍ୟେକ ଦିନ ଗୁଡ ଖାଇବା ପାଇଁ ପରାମର୍ଶ ଦିଆଯାଇଥାଏ ।
Loading...
ସଜନା ପତ୍ରରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ଏହାକୁ ପ୍ରତିଦିନ ଖାଦ୍ୟରେ ସାମିଲ କରିବା ଦ୍ବାରା ଅନେକ ଲାଭ ମିଳିଥାଏ। ଆସନ୍ତୁ ଜାଣିବା ସଜନା ପତ୍ର ଖାଇବା ଦ୍ବାରା କ’ଣ କ’ଣ ଲାଭ ମିଳିଥାଏ।
ସଜନା ପତ୍ରରେ ଅନେକ ଔଷଧୀୟ ଗୁଣ ଭରି ରହିଛି। ଏହାକୁ ପ୍ରତିଦିନ ଖାଦ୍ୟରେ ସାମିଲ କରିବା ଦ୍ବାରା ଅନେକ ଲାଭ ମିଳିଥାଏ। ଆସନ୍ତୁ ଜାଣିବା ସଜନା ପତ୍ର ଖାଇବା ଦ୍ବାରା କ’ଣ କ’ଣ ଲାଭ ମିଳିଥାଏ।ମଧୁମେହ ରୋଗୀଙ୍କ ପାଇଁ ସଜନା ପତ୍ର ବହୁତ ଉପଯୋଗୀ ହୋଇଥାଏ । ଏଥିରେ ଆଣ୍ଟିଅକ୍ସିଡେଣ୍ଟ ଗୁଣ ରହିଥାଏ, ଯେଉଁଥିପାଇଁ ରକ୍ତ ଶର୍କରା ନିୟନ୍ତ୍ରଣରେ ରହିଥାଏ । ଏପରି ପରିସ୍ଥିତିରେ ଆପଣଙ୍କୁ ଡାଏଟରେ ସଜନା ପତ୍ର ନିହାତି ସାମିଲ କରିବା ଉଚିତ।
ସଜନା ପତ୍ର ଆପଣଙ୍କ ଶରୀରରେ ଖରାପ କୋଲେଷ୍ଟ୍ରଲ୍ ତିଆରି କରେ ନାହିଁ । ଏହି ପତ୍ରଗୁଡ଼ିକରେ ଉଚିତ ପରିମାଣର ଓମେଗା -୩ ଫ୍ୟାଟି ଏସିଡ୍ ରହିଥାଏ। ଯାହା କୋଲେଷ୍ଟ୍ରଲ୍ ସ୍ତରକୁ ହ୍ରାସ କରିଥାଏ। ଏହା ହୃଦୟ ସମ୍ବନ୍ଧୀୟ ସମସ୍ୟାକୁ ମଧ୍ୟ ଦୂର କରିବାରେ ସାହାଯ୍ୟ କରିଥାଏ।
ଏଥିସହିତ ସଜନା ପତ୍ରରେ ଉଚିତ ପରିମାଣରେ ପୋଟାସିୟମ୍ ରହିଥାଏ। ଯାହା ରକ୍ତଚାପକୁ ନିୟନ୍ତ୍ରଣରେ ରଖିଥାଏ। ଏତଦ ବ୍ୟତୀତ ସଜନା ପତ୍ର ଦ୍ୱାରା କର୍କଟ ରୋଗ ହେବାର ଆଶଙ୍କା ମଧ୍ୟ କମିଯାଏ । ଦୃଷ୍ଟିଶକ୍ତି ବୃଦ୍ଧି କରିବାରେ ବି ସଜନା ପତ୍ର ବହୁ ସହାୟକ ହୋଇଥାଏ।
Shakespeare, in the beautiful garden, among the party. Some of the hall: in fact she was ever to.
ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ଗୁଡ ସହାୟକ ହୋଇଥାଏ । ଉଚ୍ଚ ରକ୍ତଚାପ ବିଶିଷ୍ଟ ବ୍ୟକ୍ତିଙ୍କୁ ପ୍ରତ୍ୟେକ ଦିନ ଗୁଡ ଖାଇବା ପାଇଁ ପରାମର୍ଶ ଦିଆଯାଇଥାଏ ।
ପ୍ରତିଦିନ କଲରା ସେବନ କରିବା ଦ୍ୱାରା, ଏହା ପାଚନ ତନ୍ତ୍ରକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ ।
ଅନେକ ସାବୁନ ଚେହେରାକୁ କୋମଳ ଆଉ ମୁଲାୟମ କରିବା ପରିବର୍ତ୍ତେ ଏହାକୁ ଶୁଷ୍କ କରିଦିଏ।