୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ନିମନ୍ତେ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଇସଲାମାବାଦ୍ ଜିଲା ଓ ଦୌରା ଜଜ୍ଙ୍କ ତରଫରୁ ଇମ୍ରାନଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଛି।
ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ନିମନ୍ତେ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଇସଲାମାବାଦ୍ ଜିଲା ଓ ଦୌରା ଜଜ୍ଙ୍କ ତରଫରୁ ଇମ୍ରାନଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଛି।ବିଚାରପତି ଜେବା ଚୌଧୁରୀଙ୍କୁ ଧମକ ଦେଇଥିବା ମାମଲାରେ ପାକିସ୍ତାନ ଜିଲ୍ଲା କୋର୍ଟ ବିଚାରପତି ଇମ୍ରାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି। ଆସନ୍ତା ୨୯ ସୁଦ୍ଧା ଇମ୍ରାନକୁ ଗିରଫ କରି ହାଜର କରିବାକୁ ପୁଲିସକୁ ନିର୍ଦେଶ ଦିଆଯାଇଛି। ସୂଚନାଥାଉ କି ଇମ୍ରାନଙ୍କ ବିରୋଧରେ ଏକାଧିକ ଅପରାଧିକ ଧାରାରେ ମାମଲା ଇସଲାମାବାଦ୍ ହାଇକୋର୍ଟରେ ବିଚାରାଧୀନ ରହିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।